16.1 C
Bhubaneswar
Sunday, December 7, 2025
Homeଓଡିଶା୧୧ ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମିଳିବ: ମୁଖ୍ୟମନ୍ତ୍ରୀ

୧୧ ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । କହିଛନ୍ତି,  ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇଦେବାକୁ ନିଷ୍ପତ୍ତି ନିଆଯାଇଚି ।  ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି । ୮ କେବିକେ ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସୁବିଧା ମିଳିବ ।  ୩ ମାସ ପାଇଁ ୨୭ ଲକ୍ଷରୁ ଅଧିକ ପରିବାରକୁ ମିଳିବ ସୁବିଧା ।  ମୋଟ ୪୧ ହଜାର ୮୨ ମେଟ୍ରିକ ଟନ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ ।  ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking