ନୂଆପଡା ଉପନିର୍ବାଚନ: ଏକାଦଶ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟରେ ବିଜେପି ଆଗୁଆ

ନୂଆପଡା: ନୂଆପଡାରେ ବଡ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ । ଏକାଦଶ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟରେ ଆଗୁଆ ଜୟ ଢୋଲକିଆ । ଏକାଦଶ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୫୪, ୯୮୦ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୮, ୧୮୪ ଭୋଟ ମିଳିଛି ।  ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୫, ୩୩୭୭ ଭୋଟ ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି … Continue reading ନୂଆପଡା ଉପନିର୍ବାଚନ: ଏକାଦଶ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟରେ ବିଜେପି ଆଗୁଆ