31.1 C
Bhubaneswar
Thursday, August 6, 2026
Homeଓଡିଶା୨୨ ଜିଲ୍ଲାକୁ ୧୧୦ କୋଟି ବନ୍ୟା ସହାୟତା

୨୨ ଜିଲ୍ଲାକୁ ୧୧୦ କୋଟି ବନ୍ୟା ସହାୟତା

ଭୁବନେଶ୍ୱର: ୨୨ ଜିଲ୍ଲାକୁ ୧୧୦ କୋଟି ବନ୍ୟା ସହାୟତା ଦେଲେ ସରକାର । ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ବାଲେଶ୍ୱର, ଭଦ୍ରକ , ଯାଜପୁରରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବାଲେଶ୍ୱରକୁ ୨୨.୦୩କୋଟି, ଯାଜପୁରକୁ ୨୦.୨୦ କୋଟି, ଭଦ୍ରକକୁ ୨୦.୧୨ କୋଟି ଟଙ୍କା ଦିଆଯାଇଛି । ଆସନ୍ତାକାଲି ୫ଟା ସୁଦ୍ଧା ବିଭିନ୍ନ ବିଭାଗର ଚୂଡାନ୍ତ କ୍ଷୟକ୍ଷତି ରିପୋର୍ଟ ଆସିଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking