29.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୯୬, କଟକରୁ ୮୯, ମୟୁରଭଂଜରୁ ୬୮, ବଲାଙ୍ଗୀରରୁ ୬୨, ବରଗଡରୁ ୬୦, ପୁରୀରୁ ୬୦, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ ୫୫, ଅନୁଗୁଳରୁ ୫୪, ଓ କେନ୍ଦ୍ରାପଡାରୁ ୪୭ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୦୩୮୯୭ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking