28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ, ଗତ ୨୪ଘଣ୍ଟାରେ ୧୧୮ଜଣଙ୍କ ମୃତ୍ୟୁ

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ, ଗତ ୨୪ଘଣ୍ଟାରେ ୧୧୮ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡ଼ିଛି । ଗତ ୨୪ଘଣ୍ଟାରେ ୧୧୮ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟି ଥିବାବେଳ ୬ହଜାର ୬୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଦିଲ୍ଲୀରେ କରୋନା ମୃତ୍ୟୁସଂଖ୍ୟା ୮ହଜାର ୧୫୯କୁ ବୃଦ୍ଧି ପାଇଛି । ଦିଲ୍ଲୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୧୭,୨୩୮କୁ ଛୁଇଁଛି । ଅନ୍ୟପଟେ ୪୦ହଜାର ୯୩୬ଜଣ ଆକ୍ରାନ୍ତ ବର୍ତ୍ତମାନ ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking