28.1 C
Bhubaneswar
Thursday, March 28, 2024
Homeଓଡିଶାକଟକ ରେ ଆଜି ୧୧୯ ଆକ୍ରାନ୍ତ ଚିହ୍ନଟ

କଟକ ରେ ଆଜି ୧୧୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵର ସମେତ ଏବେ କଟକ ରେ ବି ସଂକ୍ରମିତ ଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି କଟକ ସହରରୁ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୮୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ତେବେ କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ଓ ୬୦ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ । ବର୍ତମାନ ସୁଦ୍ଧା ସହରରେ  ୨୨୭୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୯୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୨ ଜଣ ପ୍ରାଣ ହରାଇଥିବା ବେଳେ ୮୬୦ଟି ସକ୍ରିୟ କେସ୍ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking