39.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି

ରାଜ୍ୟରେ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି ।ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ , ଆଜି କଟକରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ, କନ୍ଧମାଳ, ନୟାଗଡ,ମୟୂରଭଞ୍ଜ, ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking