34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗପୁରୀରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ଗତ ସପ୍ତାହେ ଧରି ଚାଲିଥିବା କୋଭିଡ ଟେଷ୍ଟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ପଜିଟିଭ ଚିହ୍ନଟ ହୋଇଥିବା ଅଂଚଳକୁ କଣ୍ଟେନମେଣ୍ଟ ଜୋନ କରାଯାଇ କଣ୍ଟ୍ରାକ୍ଟ ଟ୍ରେସିଙ୍ଗ ଚାଲିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି ।

ତେବେ ଆଜି ଚାଲିଥିବା ମହାପ୍ରଭୁଙ୍କ ବାହୁଡାଯାତ୍ରାରେ ଯେଉଁମାନେ ସାମିଲ ହୋଇଛନ୍ତି ସମସ୍ତଙ୍କର କରୋନା ଟେଷ୍ଟରେ ନେଗେଟିଭ ଥିବାର ଜିଲ୍ଲା ପ୍ରଶାସନ ଜଣାଇଛି ।

ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ମହାପ୍ରଭୁ

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking