ଦୁଇ ବସ୍‌ ମୁହାଁମୁହିଁ ଧକ୍କା; ୧୨ ମୃତ୍ୟୁ, ୮ ଗୁରୁତର

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୭ ଜଣ ରହିଥିବା ସୂଚନା ମିଳିଛି। ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ … Continue reading ଦୁଇ ବସ୍‌ ମୁହାଁମୁହିଁ ଧକ୍କା; ୧୨ ମୃତ୍ୟୁ, ୮ ଗୁରୁତର