34.1 C
Bhubaneswar
Friday, March 29, 2024
Homeଓଡିଶାହୀରାକୁଦ ର ୧୨ ଟି ଗେଟ୍ ଖୋଲିଲା

ହୀରାକୁଦ ର ୧୨ ଟି ଗେଟ୍ ଖୋଲିଲା

ଭୁବନେଶ୍ଵର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୦୪ ହଜାର ୭୯ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୧ ଲକ୍ଷ ୯୩ ହଜାର ୩୫୩ କ୍ୟୁସେକ ଜଳ ପ୍ରତି ସେକେଣ୍ଡ ରେ ନିଷ୍କାସନ କରାଯାଉଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ଧ କର୍ତ୍ତୃପକ୍ଷ ୧୨ ଟି ଗେଟ ଖୋଲି ବନ୍ୟା ଜଳ ନିଷ୍କାସନ କରାଯାଉଛି । ବତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫. ୪୧ ଫୁଟ ରହିଛି ।
୧୨ ଟି ଗେଟ ଖୋଲିବା ପରେ ଖଇରମାଲରେ ୪ ଲକ୍ଷ ୯୬ ହଜାର, ବରମୂଳ ଠାରେ ୪ ଲକ୍ଷ ୩୬ ହଜାର, ଓ ମୁଣ୍ଡଳୀ ନିକଟରେ ୧ ଲକ୍ଷ ୬୦ ହଜାର ଘନଫୁଟ ବନ୍ୟାଜଳ ପ୍ରତି ସେକେଣ୍ଡ ରେ ପ୍ରବାହିତ ହେଉଛି

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking