35.3 C
Bhubaneswar
Thursday, April 16, 2026
Homeଓଡିଶାଆଜି ବୀରମହାରାଜପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଆଜି ବୀରମହାରାଜପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ଗତ ୧୪ ତାରିଖରେ ଶ୍ରୀରାମଙ୍କ ଫଟୋ ଚିରା ଘଟଣାକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ସୁବର୍ଣ୍ଣପୁର ଶାଖା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସୂଚନା ଅନୁସାରେ , ଆମ୍ବେଦକର ଜୟନ୍ତୀ ଅବସରରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ ବୀରମହାରାଜପୁର ମୁଖ୍ୟ ଛକରେ ଲାଗି ରହିଥିବା ପ୍ରଭୁ ଶ୍ରୀରାମଙ୍କ ପଟୋକୁ ହଟାଇବା ସହ ଚିରି ଦିଆଯାଇଥିବା ଅଭିଯୋଗ ହୋଇଛି । ଏହି ଗଟଣାକୁ ନେଇ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତତ୍ତେନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking