30.1 C
Bhubaneswar
Sunday, June 30, 2024
Homeଓଡିଶାଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

କଳାହାଣ୍ଡି : ଦୀର୍ଘ ଦିନର ଧାରଣା, ଅଫିସ ଘେରାଉ ସତ୍ତ୍ୱେ ଦାବି ଶୁଣିଲାନି ପ୍ରଶାସନ। ଶେଷରେ କଳାହାଣ୍ଡି ଜିଲ୍ଲାର ଚାଷୀଙ୍କ ହିତ ଦୃଷ୍ଟିରୁ ଆଜି ରାସ୍ତାକୁ ଓହ୍ଲାଇଛି ଜିଲ୍ଲା ବିଜେପି। । ଦଳ ପକ୍ଷରୁ ସକାଳ ୬ଟା ରୁ ସନ୍ଧ୍ୟା ୬ଟା ଯାଏଁ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। କଳାହାଣ୍ଡି ଜିଲ୍ଲାରେ ମଣ୍ଡିରେ ଚାଷୀ ସମସ୍ୟା, ଧାନ କଟନି ଛଟନି, କପାର ଅଭାବୀ ବିକ୍ରି, ସହରାଞ୍ଚଳରେ ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ବିଜେପି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ଏହି ସବୁ ସମସ୍ୟାର ସମାଧାନ ଦାବିରେ ପୂର୍ବରୁ ବିଜେପି ପକ୍ଷରୁ ଜିଲ୍ଲାର ସମସ୍ତ ବ୍ଲକ୍, ଆର୍ ଆଇ ଅଫିସ ଘେରାଉ କରାଯାଇଥିଲା। ପ୍ରଶାସନ ଏ ନେଇ କୌଣସି ପଦକ୍ଷେପ ନ ନେବାରୁ ଆଜି ବନ୍ଦ ପାଳନ କରାଯାଉଥିବା ବିଜେପି କହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking