19.1 C
Bhubaneswar
Friday, February 13, 2026
Homeଓଡିଶାଓଡ଼ିଶାରେ ଖୋଲିବ ଆଉ ୧୨ କେନ୍ଦ୍ରୀୟ ବିଦ୍ୟାଳୟ

ଓଡ଼ିଶାରେ ଖୋଲିବ ଆଉ ୧୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୁରଜ କହିଛନ୍ତି।
ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ ଏବଂ ସରକାର ବିଶ୍ୱବିଦ୍ୟାଳୟର ସ୍ବାଧୀନତା ଫେରାଇବେ ବୋଲି ମନ୍ତ୍ରୀ ଗୃହକୁ ସୂଚନା ଦେଇଛନ୍ତି।
ଗୃହକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ତାଙ୍କର ୭୯ ଦିନିଆ ସରକାର ଖଲିକୋଟ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦେଇଛନ୍ତି। ଦୁର୍ଗମ ଅଞ୍ଚଳର ୧୮ଟି ବ୍ଲକରେ ରାଜ୍ୟ ସରକାର କଲେଜ ଗଠନ କରିଛନ୍ତି ଏବଂ ସିଭିଲ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ଯୋଗାଇବାର ଯୋଜନା ମଧ୍ୟ ରହିଛି।
ଆମେ ୧୮୦ କୋଟି ଟଙ୍କା ଖର୍ଚ୍ଚ କରୁଥିବା ସରକାରୀ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜବୁତ କରିବୁ ବୋଲି ୧୫୦୦ ଅଧ୍ୟାପକ ଯୋଗଦେବେ ବୋଲି ମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking