28.1 C
Bhubaneswar
Friday, March 29, 2024
Homeଓଡିଶାଆଉ ୧୨ ମୁଣ୍ଡ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି

ଆଉ ୧୨ ମୁଣ୍ଡ ନେଲା କରୋନା, ମୋଟ୍ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ଆଜି ୧୬୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାରେ ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking