34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୧୨୦୧ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଉ ୧୨୦୧ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking