27.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୧୨୧୯ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୧୨୧୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୭୯୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking