26.1 C
Bhubaneswar
Friday, March 29, 2024
Homeଓଡିଶାସୁସ୍ଥ ହେଲେ ଆଉ ୧୨୩ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଏକ ଖୁସି ଖବର ରହିଛି । ଆଜି ରାଜ୍ୟରେ ଆଉ ୧୨୩ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୫ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୨, ନୂଆପଡା ଓ ବଲାଙ୍ଗୀରରୁ ୧୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିଭଳି ଖୋର୍ଦ୍ଧାରୁ ୧୦ ଜଣ ସୁସ୍ଥ ହୋଇଥିବା ବେଳେ କନ୍ଧମାଳରୁ ୭ ଜଣ, କୋରାପୁଟରୁ ୫ ଜଣ, କେନ୍ଦ୍ରାପଡାରୁ ୪ ଜଣ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର, ଢେଙ୍କାନାଳ ଓ ନୟାଗଡରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିଭଳି ଅନୁଗୁଳ, ମୟୁରଭଂଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୬୦୪ ଜଣ ସୁସ୍ଥ ହୋଇଛନ୍ତି ।

https://onakhabar.com/2020/06/05/13-more-corona-positive-in-bbsr/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking