28.1 C
Bhubaneswar
Friday, April 26, 2024
Homeଓଡିଶାଆଜି ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ ; ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ...

ଆଜି ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ ; ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ , ମୃତ୍ୟୁ ସଂଖ୍ୟା ୮ କୁ ବୃଦ୍ଧି, ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ କୁ ବୃଦ୍ଧି

ଭୁବନେଶ୍ୱର : ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ କୁ ବୃଦ୍ଧି ପାଇଛି । ମୃତକ ଜଣକ ଖୋଦ୍ଧା ଜିଲ୍ଲାର ୬୩ ବର୍ଷୀୟ ପୁରୁଷ ଅଟନ୍ତି । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏଥିସହ ଆଜି ରାଜ୍ୟରେ ଆଉ ୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୪ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୬ ଜଣ ଲୋକାଲ କେସ୍ ବୋଲି ଜଣା ପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ୧୩୦ ଜଣ ଆକ୍ରାନ୍ତ ୨୧ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୨୨ଜଣ ଲେଖାଏଁ, ଗଞ୍ଜାମ ରୁ ୧୨ ଜଣ କୋରାପୁଟ ରୁ ୬ ଜଣ ; ପୁରୀ , ରାୟଗଡ଼ା , ଜଗତସିଂପୁର , ଅନୁଗୁଳ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର ରୁ ୩ ଜଣ ,ଗଜପତି ଜିଲ୍ଲାରୁ ୭ ; ବରଗଡ଼ ଓ ଭଦ୍ରକରୁ ୪ ଜଣ ଲେଖାଏଁ ; ଢେଙ୍କାନାଳ , କେନ୍ଦ୍ରାପଡ଼ା ଓ କେନ୍ଦୁଝର ରୁ ୨ ଜଣ ଲେଖାଏଁ ; ବଲାଙ୍ଗୀର , କନ୍ଧମାଳ , କଳାହାଣ୍ଡି ରୁ ୩ ଜଣ ଲେଖାଏଁ ଓ ସୁନ୍ଦରଗଡ଼ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କଟକ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୫୪ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୯୫ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୧୭ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୩୫ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ମୟୁରଭଞ୍ଜ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୫୭ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪୩ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୫୩୩ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୭୬ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
କୋରାପୁଟ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୪ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୩ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ପୁରୀ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୯୯ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୮ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ରାୟଗଡ଼ା ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ଜଣେ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଜଗତସିଂପୁର ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୮୭ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪୬ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଅନୁଗୁଳ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩୧ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୭ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ସୋନପୁର ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୬ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୨୩ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଯାଜପୁର ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୯୩ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୫୧ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଗଜପତି ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୫୧ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪୧ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ବରଗଡ଼ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୬ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୪ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଭଦ୍ରକ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୩୬ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୩୦ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଢେଙ୍କାନାଳ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩୩ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୨୯ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୬୩ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୬୮ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
କେନ୍ଦୁଝର ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୩୨ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୪ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ବଲାଙ୍ଗୀର ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୦୫ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୮୧ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
କନ୍ଧମାଳ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୫ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୯ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
କଳାହାଣ୍ଡି ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୨୫ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୦ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୮୧ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୪୨ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୨୬୦୮ କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୪୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୧୧୭ ଜଣ ରାଜ୍ୟର ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking