30.1 C
Bhubaneswar
Wednesday, April 24, 2024
Homeଓଡିଶା୨୪ଜିଲ୍ଲାରୁ ସର୍ବାଧିକ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

୨୪ଜିଲ୍ଲାରୁ ସର୍ବାଧିକ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଆଜି ୨୪ଜିଲ୍ଲାରୁ ସର୍ବାଧିକ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୪୩୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୧୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking