28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଜି ୧୩୮୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୧୩୮୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୯୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking