30.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଜି ୧୪ ଜୀବନ ନେଲା କରୋନା

ରାଜ୍ୟରେ ଆଜି ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୩୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୭୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ମୟୁରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୩, କଟକ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking