31.1 C
Bhubaneswar
Friday, March 29, 2024
Homeଓଡିଶାହୀରାକୁଦରେ ଖୋଲିଲା ୧୪ ଗେଟ

ହୀରାକୁଦରେ ଖୋଲିଲା ୧୪ ଗେଟ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରେ ଖୋଲିଛି ଆଉ ୪ ଗେଟ୍ । ବର୍ତମାନ ହୀରାକୁଦରୁ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି ।  ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଉଥିବାରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏହି ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ଏବେ ଜଳପତ୍ତନ ରହିଛି ୬୨୯.୯ ଫୁଟ । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୦ ହଜାର ୨୫୧ ଘନଫୁଟ ଜଳ ପ୍ରବେଶ କରୁଥିବା ସୂଚନା ମିଳୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking