34.1 C
Bhubaneswar
Saturday, July 12, 2025
Homeବ୍ରେକୀଙ୍ଗଆଜି ଆଉ ୧୪ ଜୀବନ ନେଲା ମହାମାରୀ କରୋନା

ଆଜି ଆଉ ୧୪ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ଆଜି ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking