34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୧୪୩ଜଣ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୨୩୮୮କୁ

ରାଜ୍ୟରେ ଆଉ ୧୪୩ଜଣ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୨୩୮୮କୁ

ଭୁବନେଶ୍ୱର : ରାଜ୍ୟରେ ଆଉ ୧୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି । ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୩୨ଜଣ ଓ ଲୋକାଲ୍ କେସ୍‌୧୧ଜଣ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କିନ୍ତୁ ୧୪୩ଜଣ ଆକ୍ରାନ୍ତ କେଉଁ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଜଣାପଡ଼ି ନାହିଁ ।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୩୨୫ଜଣଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୦୫୬ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/06/02/141-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking