27.8 C
Bhubaneswar
Friday, April 19, 2024
Homeଓଡିଶାଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ପଜିଟିଭ୍ ଚିହ୍ନଟ

ଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଓ କଟକରୁ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking