34.1 C
Bhubaneswar
Friday, March 29, 2024
Homeଦେଶ ବିଦେଶନନ୍ଦିଗ୍ରାମରେ ୧୪୪ ଧାରା

ନନ୍ଦିଗ୍ରାମରେ ୧୪୪ ଧାରା

କୋଲକାତା : ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଭିଯୋଗ ପରେ ନନ୍ଦିଗ୍ରାମରେ ୧୪୪ ଧାରା ଲାଗିଥିବା ଜଣାପଡ଼ିିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ, ନନ୍ଦିଗ୍ରାମରେ ବିଶୃଙ୍ଖଳା କରିବା ଓ ଭୋଟରମାନଙ୍କୁ ଧମକାଇବାକୁ ବିଜେପି ବାହାର ରାଜ୍ୟରୁ ଗୁଣ୍ଡା ଆଣିଛି । ଏନେଇ ସେ ଆଜି ନିର୍ବାଚନ କମିସନଙ୍କ ପାଖରେ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିବେଦନ କରିଛନ୍ତି । ଏହାସହ ଗତକାଲି ମମତା ଅଭିଯୋଗ କରିଥିଲେ ଯେ, ପଶ୍ଚିମ ମେଦିନପୁରର କିଛି ଗାଁରୁ ଲୋକମାନଙ୍କୁ ବିଜେପି ଉଠାଇ ନେଇ ଏକ ସ୍ଥାନରେ ଲୁଚାଇ ରଖିଛି । ଦିଦିଙ୍କ ଏଭଳି ଅଭିଯୋଗ ପରେ ନିର୍ବାଚନ କମିସନ ୧୪୪ଧାରା ଲାଗୁ କରିଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking