34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟର ୩୦ ଜିଲ୍ଲାରୁ ୧୪୭୦ ପଜିଟିଭ ଚିହ୍ନଟ

ରାଜ୍ୟର ୩୦ ଜିଲ୍ଲାରୁ ୧୪୭୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୧୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୦,୧୧୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking