38.1 C
Bhubaneswar
Tuesday, April 23, 2024
Homeଓଡିଶା୩୦ ଜିଲ୍ଲାରୁ ୧୪୮୦ ପଜିଟିଭ ଚିହ୍ନଟ

୩୦ ଜିଲ୍ଲାରୁ ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୨,୬୯୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୧୪୧, ମୟୁରଭଞ୍ଜରୁ ୧୧୩, ଖୋର୍ଦ୍ଧାରୁ ୧୧୦ , କଟକରୁ ୧୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking