39.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଜି ଆଉ ୧୫ଜୀବନ ନେଲା କରୋନା

ରାଜ୍ୟରେ ଆଜି ଆଉ ୧୫ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।୧୫ ମୃତବ୍ୟକ୍ତିମାନଙ୍କ ମଧ୍ୟରୁ ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରୁ ୩ଜଣ, ପୁରୀରୁ ୨, ବଲାଙ୍ଗୀର ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି । ସେହିପରି ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking