34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା, ବାଲେଶ୍ୱରରୁ ସର୍ବାଧିକ ୪

ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା, ବାଲେଶ୍ୱରରୁ ସର୍ବାଧିକ ୪

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଓ କଟକରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ , ଖୋର୍ଦ୍ଧା, ଅନୁଗୁଳ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking