29.4 C
Bhubaneswar
Thursday, April 18, 2024
Homeଓଡିଶାରାଜ୍ୟରେ ପୁଣି ୧୫ ଜୀବନ ନେଲା କରୋନା

ରାଜ୍ୟରେ ପୁଣି ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ୩, ମୟୁରଭଞ୍ଜରୁ ୩, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୨, ସୁବର୍ନପୁର ୨, କଟକ ୧, ପୁରୀ ୧, ରାଉରକେଲାରୁ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking