28.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ୧୫ ଜୀବନ ନେଲା କରୋନା

ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି କଟକରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, ଭୁବନେଶ୍ୱର, କଳାହାଣ୍ଡି, ରାୟଗଡ, ଗଞ୍ଜାମ, କେନ୍ଦ୍ରାପଡା, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ସୁନ୍ଦରଗଡ, ଯାଜପୁର ଓ ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking