ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବାଲେଶ୍ୱର , ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ । ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ , ଦେବଗଡ, ମାଲକାନଗିରି, ସୋନପୁରରେ ହେବ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ।










