14.1 C
Bhubaneswar
Friday, December 19, 2025
Homeଓଡିଶା୧୫୦ ଗାଁ ହେବ ମହାପୁରୁଷ ଗାଁ: ମନ୍ତ୍ରୀ

୧୫୦ ଗାଁ ହେବ ମହାପୁରୁଷ ଗାଁ: ମନ୍ତ୍ରୀ

ଭୁବନେଶ୍ୱର: ପଞ୍ଚାୟତିରାଜ ବିଭାଗ କରିବ ମହାପୁରୁଷ ଆଦର୍ଶ ଗାଁ । ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି । ୯ରୁ ୧୦ ବିଭାଗ ମିଳିତ ଭାବେ କାମ କରିବେ । ରାସ୍ତା, ପାଣି, ସ୍କୁଲ, ସ୍ୱାସ୍ଥ୍ୟ ସେବା ଆଦି ଯୋଗାଇ ଦିଆଯିବ । ରାଜ୍ୟସ୍ତରରେ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ରହିବେ ।  ଜିଲ୍ଲାସ୍ତରରେ ଜିଲ୍ଲାପାଳ, ବ୍ଲକ ସ୍ତରରେ ବିଡିଓ ଅଧ୍ୟକ୍ଷ ରହିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking