28.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ଆଜି ୧୫୦୦ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୧୫୦୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ଵର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪୨,୨୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking