ରାଜ୍ୟରେ ଆଜି ୧୫୨୦ ଆକ୍ରାନ୍ତ ସୁସ୍ଥ

corona testing recovery

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୨୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୮୨,୦୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here