28.1 C
Bhubaneswar
Saturday, April 27, 2024
Homeଓଡିଶାଆଜି ରାଜ୍ୟରୁ ୧୫୨୮ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରୁ ୧୫୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୫୨୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୪୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୮୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୪୫୫ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଗଞ୍ଜମରୁ ସର୍ବାଧିକ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ୨୧୮, ସମ୍ବଲପୁରରେ ୧୬୮, ସୁନ୍ଦରଗଡରେ ୧୨୬ଢେଙ୍କାନାଳରେ ୧୦୭, କଟକରେ ୭୨, ଭଦ୍ରକରେ ୭୦, ବଲାଙ୍ଗୀରେ ୫୯, ବାଲେଶ୍ୱରରେ ୪୩, ମାଲକାନଗିରିରେ ୩୮, ଗଜପତି ଓ କଳାହାଣ୍ଡିରେ ୩୧ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking