26.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଉ ୧୫୪୦ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଉ ୧୫୪୦ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking