40.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୩

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୪୩

ଭୁବନେଶ୍ଵର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୧୦, କଟକରୁ ୧୩୧, କୋରାପୁଟରୁ ୧୨୮, ଗଜପତିରୁ ୧୧୧, ବାଲେଶ୍ୱରରୁ ୮୩, ଯାଜପୁରରୁ ୫୮, ସମ୍ବଲପୁରରୁ ୪୯, ମାଲକାନଗିରି ରୁ ୪୬, କନ୍ଧମାଳରୁ ୪୬, ରାୟଗଡ଼ାରୁ ୩୫, ନୟାଗଡ଼ରୁ ୩୩, ଭଦ୍ରକରୁ ୩୧, ଜଗତସିଂପୁରରୁ ୨୭, କଳାହାଣ୍ଡି ରୁ ୨୫, କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୨୧, ନବରଙ୍ଗପୁର ରୁ ୧୫, ମୟୁରଭଂଜରୁ ୧୫, ପୁରୀରୁ ୧୪, ବୋଲାଙ୍ଗୀରରୁ ୧୦, କେନ୍ଦ୍ରାପଡ଼ାରୁ ୧୦, ସୋନପୁରରୁ ୭, ଝରସୁଗୁଡ଼ାରୁ ୫, ସୁନ୍ଦରଗଡ଼ରୁ ୪, ବରଗଡ଼ରୁ ୨, ଅନୁଗୁଳରୁ ଜଣେ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking