27.1 C
Bhubaneswar
Tuesday, March 19, 2024
Homeଓଡିଶାରାଜ୍ୟରେ ୧୬ ଜୀବନ ନେଲା କରୋନା

ରାଜ୍ୟରେ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୬୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଢେଙ୍କାନାଳ, ସୁନ୍ଦରଗଡ, ବାଲେଶ୍ୱର, ଅନୁଗୁଳ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ମାଲକାନଗିରି, ପୁରୀ, କେନ୍ଦୁଝର, ଗଜପତି, ବରଗଡ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking