28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା, ସର୍ବାଧିକ କେନ୍ଦୁଝର

ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା, ସର୍ବାଧିକ କେନ୍ଦୁଝର

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ, ବୌଦ୍ଧ, ନୟାଗଡ଼ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking