27.1 C
Bhubaneswar
Wednesday, April 2, 2025
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ସଫା

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ସଫା

ରାୟପୁର: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ସୁରକ୍ଷା କର୍ମୀଙ୍କ ଗୁଳିରେ ୧୬ ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକୁମା ଓ ଦନ୍ତେୱାଡା ଜିଲ୍ଲାର ଅପମ୍ଫଲ୍ଲୀ ଜଙ୍ଗଲରେ ପୋଲ୍ସ ମାଓବାଦୀ ଭିତରେ ବଡ ଧରଣର ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଥିବାର ସୂଚନା ଦେଇଛନ୍ତି ବସ୍ତର ଆଇଜି ପି. ସୁନ୍ଦର ରାଜ । ଡିଆରଜି ଏବଂ ସିଆରପିଏଫ କୋବ୍ରା ଯବାନଙ୍କ ମିଳିତ ଅପରେସନରେ ବଡ ସଫଳତା ମିଳିଛି । ଦୁଇ ଜଣ ଯବାନ ସାମାନ୍ୟ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଏବେ ବି ଗୁଳି ବିନିମୟ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking