28.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶବଜ୍ରପାତରେ ଚାଲିଗଲା ୧୬ ଜଣଙ୍କ ଜୀବନ

ବଜ୍ରପାତରେ ଚାଲିଗଲା ୧୬ ଜଣଙ୍କ ଜୀବନ

ପାଟନା : ବିହାରର ବିଭିନ୍ନ ଜିଲ୍ଲାରେ ବଜ୍ରପାତରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିହାରର ପୂର୍ବ ଚମ୍ପାରଣରେ ୪, ଭୋଜପୁରରେ ୩, ସାରଣରେ ୩, ପଶ୍ଚିମ ଚମ୍ପାରଣରେ ୨, ଅରରିୟାରେ ୨ ଏବଂ ବାଙ୍କା ଓ ମୁଜଫରପୁରରେ ଜଣେ ଲେଖାଏ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି ।

ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking