29.1 C
Bhubaneswar
Thursday, April 25, 2024
Homeଓଡିଶାକଟକ ସହରରୁ ଆଉ ୧୬୨ ପଜିଟିଭ ଚିହ୍ନଟ

କଟକ ସହରରୁ ଆଉ ୧୬୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି କଟକ ଜିଲ୍ଲାରୁ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଟକ ସହରରୁ ୧୬୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା କଟକ ସହରରେ ୨୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬୪୭ଜଣ ସୁସ୍ଥ ହୋଇଛନ୍ତି ଓ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ବି ୧୦୧୮ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking