ଭୁବନେଶ୍ୱର: ଖୁବଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ସୀମା ପରିବର୍ତ୍ତନ କରାଯିବ । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା । ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲ୍ଲାପାଳ ଓ ଆରଡିସିଙ୍କୁ ଚିଠି ପଠାଯାଇଚଛି । ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି ନଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।









