28.1 C
Bhubaneswar
Thursday, March 28, 2024
Homeଓଡିଶାବଡ଼ ଖବର; ୨୮ ଜିଲ୍ଲାରୁ ୧୬୪୩ ପଜେଟିଭ୍ ଚିହ୍ନଟ

ବଡ଼ ଖବର; ୨୮ ଜିଲ୍ଲାରୁ ୧୬୪୩ ପଜେଟିଭ୍ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଆଜି ୨୮ ଜିଲ୍ଲାରୁ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୧୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୧୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।


5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking