28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଜି ୧୬୯୫ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୧୬୯୫ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୬୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୦୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୯,୫୮୨ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking