24.1 C
Bhubaneswar
Thursday, May 9, 2024
Homeଓଡିଶାରାଜ୍ୟରେ ଆଉ ୧୭ଜୀବନ ନେଲା କରୋନା, ସର୍ବାଧିକ ମୟୁରଭଞ୍ଜ

ରାଜ୍ୟରେ ଆଉ ୧୭ଜୀବନ ନେଲା କରୋନା, ସର୍ବାଧିକ ମୟୁରଭଞ୍ଜ

ଭୁବନେଶ୍ୱର : ରାଜ୍ୟରେ ଆଜି ୨୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରୁ ୩, ପୁରୀ ଓ ସୁନ୍ଦରଗଡରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ବଲାଙ୍ଗିର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking