28.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୫୨୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭଗ ପକ୍ଷରୁ କୁହାଯାଇଛି । ଆଜି ସୁନ୍ଦରଗଡ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏ କରୋନାରେ ଆଖି ବୁଜିଥିବାବେଳେ ବରଗଡରୁ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହିପରି ସମ୍ବଲପୁରରୁ ୩ ଜଣ ଲେଖାଏ ରୋଗୀଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡରୁ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି। ସୂଚନାଥାଉ କି, ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଆଜି ରାଜ୍ୟରେ  ୭୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking