ରାଜ୍ୟରେ ୧୭ ଜୀବନ ନେଲା କରୋନା

Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକରୁ ୩, ଗଞ୍ଜାମ ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ନୟାଗଡ, ଯାଜପୁର, ବାଲେଶ୍ୱର, ବୌଦ୍ଧ, କଳାହାଣ୍ଡି, ରାଉରକେଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here